37 ଜେ ଆମ୍କେ ଆଲାଦ୍ କଲାଇନି, ତାର୍ ସାଇଜ ସଙ୍ଗ୍ ଆମେ ଏ ସବୁର୍ ଉପ୍ରେ ଜିତି ଆଚୁ । 38 ମୁଇ ସତଇସେ ଜାନ୍ଲିନି ଜେ, ପର୍ମେସର୍ ଜନ୍ ବଡ୍ ଆଲାଦ୍ ଆମ୍କେ ଦେକାଇଲାଆଚେ, ସେ ଆଲାଦେଅନି କାଇଟା ମିସା ଆମ୍କେ ବେଗ୍ଲାଇ ନାପାରେ । ଆମେ ମରିଗାଲେ କି ଜିବନ୍ ରଇଲେ, ସରଗର୍ ଦୁତ୍ ଅଅତ୍ କି ସାସନ୍କାରିଆମନ୍, କି କାଇ ବିନ୍ ବପୁ, କି ଏବେ ଜନ୍ଟା ଅଇଲାନି, ପଚ୍କେ ଜନ୍ଟା ଅଇସି, 39 ଉପ୍ରର୍ ଦୁନିଆ କି ତଲର୍ ଦୁନିଆ, ଏ ଜଗତେ ତିଆର୍ ଅଇରଇବା କାଇ ବିସଇ ମିସା ପର୍ମେସରର୍ ବଡ୍ ଆଲାଦେ ଅନି ଆମ୍କେ ବେଗ୍ଲାଇ ନାପାରେ । ଆମର୍ ମାପ୍ରୁ ଜିସୁକିରିସ୍ଟକେ ଦେଲା ପରମେସରର୍ ସେ ବଡ୍ ଆଲାଦେ ଅନି, ଏ ସବୁ ବିସଇ ଆମ୍କେ ଦେକାଇଲା ଆଚେ । ଏଟା ମୁଇ ଜାନିଆଚି ।
Publicidade
Publicidade