ସୁନ୍ବାଟା ଆରି କାମ୍ କର୍ବାଟା
19 ଏ ମର୍ ଆଲାଦର୍ ବାଇବଇନିମନ୍, ମନେ ରକିରୁଆ । ତମେ ଆଗ୍ତୁ ନିକକରି ସୁନା । ମାତର୍ ବାବିଚିନ୍ତିକରି କାତା କୁଆ । ଦାପ୍ରେ ରିସା ଉଆନାଇ । 20 କାଇକେବଇଲେ ମୁନୁସର୍ ରିସାର୍ ଲାଗି ପର୍ମେସର୍ ସୁକଲ୍ସଙ୍ଗ୍ ଜଜ୍ନା କଲାଟା ନସିଜାଇସି ।