21 ଆମର୍ ପୁର୍ବର୍ ଆନିଦାଦି ଅବ୍ରାଆମ୍ କେ ଦେକା, ପର୍ମେସର୍ ତାକେ ଦରମ୍ ଲକ୍ ବଲି ଡାକ୍ଲା । ସେଟା ତାର୍ ନିକ କାମ୍ ପାଇ । ଜେଡେବେଲେ ନିଜର୍ ପିଲା ଇସାକ୍କେ ବେଦିଟାନେ ବଲି ଦେବାବେଲେ ନେଇରଇଲା । 22 ତମେ ଦେକ୍ଲାସ୍ନିଜେ, ତାର୍ ବିସ୍ବାସ୍ ଆରି କରମ୍ ମିସିକରି ରଇଲା । ସେ କରିରଇବା କରମର୍ ଲାଗି ବିସ୍ବାସ୍ ସିଦ୍ ଅଇଲା । 23 ଏଟାର୍ ଲାଗି ଦରମ୍ ସାସ୍ତରର୍ ଏ ବାକିଅ ପୁରାପୁରୁନ୍ ଅଇଲା । ଅବ୍ରାଆମ୍ ପର୍ମେସର୍କେ ବିସ୍ବାସ୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲି ଏଜାଇଅଇଲା । ଆରି ଲକ୍ମନ୍ ତାକେ ପର୍ମେସରର୍ ମଇତର୍ ବଲି ଡାକିରଇଲାଇ ।
Publicidade