ଜଗତର୍ ସଙ୍ଗ୍ ମଇତର୍
1 ତମର୍ ବିତ୍ରେ ମାରାମାରି ଆରି ଲାଗାଜଡା କାଇକେ ଆଇଲାନି ? ତମର୍ ମନ୍ବିତ୍ରେ ଡସିରଇବା କାରାପ୍ ମନ୍କଲାଟା ଉଟିକରି ତମର୍ ବିତ୍ରେ ଜୁଜ୍ଲାନି, ଏଟାର୍ ଲାଗି ଏନ୍ତାରି ଅଇଲାନି । ସେଟାର୍ପାଇଁ ଗଟେକ୍ ଲକ୍ ଆରିଗଟେକ୍ ଲକର୍ ସଙ୍ଗ୍ ଲାଗ୍ଲାସ୍ନି ।

+581 estão orando agora.
Junte-se à corrente de oração.