4 ଏ ବିସ୍ବାସେ ବିସ୍ଦେବା ଲକ୍ମନ୍, ତମେ କାଇ ନାଜାନାସ୍ କି ଜଗତ୍କେ ଆଲାଦ୍ କରୁମନ୍ ପର୍ମେସରର୍ ସତ୍ରୁ ବଲିକରି ? ଜନ୍ଲକ୍ ଏ ଜଗତର୍ ଚଲାଚଲ୍ତି ଆଲାଦ୍ କର୍ବାଇ ସେମନ୍ ପର୍ମେସରର୍ ବିରଦି । 6 ମାତର୍ ପର୍ମେସର୍ ଜିବନ୍ ଦୁକାଇଲାଟା, ତାର୍ତେଇଅନି ଅଦିକ୍ ବପୁଆଚେ । ସେଟାର୍ପାଇଁ ସାସ୍ତର୍ କଇଲାନି, ଆଁକ୍ରିଆମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ସୁଆଲେ ରଇବା ଲକ୍କେ ତାର୍ ଜିବନ୍ ଦୁକାଇ, ଦୟା କର୍ସି ।
7 ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି । 8 ପର୍ମେସରର୍ ଲଗେ ଆସା, ତେବେ ସେ ମିସା ତମର୍ ଲଗେ ଲଗେ ରଇସି । ଏ ପାପିମନ୍, କାରାପ୍ କାମ୍କର୍ବାଟା ଚାଡିଦିଆସ୍ । ଆରି ଏ ଦୁଇବାଟେ ମନ୍କରୁମନ୍ ତମର୍ ମନ୍ ନିର୍ମଲ୍ କରା ।