7 ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି । 8 ପର୍ମେସରର୍ ଲଗେ ଆସା, ତେବେ ସେ ମିସା ତମର୍ ଲଗେ ଲଗେ ରଇସି । ଏ ପାପିମନ୍, କାରାପ୍ କାମ୍କର୍ବାଟା ଚାଡିଦିଆସ୍ । ଆରି ଏ ଦୁଇବାଟେ ମନ୍କରୁମନ୍ ତମର୍ ମନ୍ ନିର୍ମଲ୍ କରା ।