2 ଏନ୍ତାରିଅଇ ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ ସଙ୍ଗ୍ ବଁଚ୍ବାକେ ଆସା କର୍ବାଇ । କାଇକେବଇଲେ କାଇଟା ତିଆର୍ ନ ଅଇତେ କାଲ୍କାଲ୍ ଜୁଗ୍ଜୁଗ୍ ତାର୍ ଲକ୍ ତାର୍ ସଙ୍ଗ୍ ବଁଚ୍ବାଇ ବଲି ପର୍ମେସର୍ କାତା ଦେଇରଇଲା । ଏଟା ପୁରାପୁରୁନ୍ ସତ୍ ବଲି ଆମେ ଜାନ୍ଲୁନି । କାଇକେବଇଲେ ସେ କେବେ ମିଚ୍ ନ କଏ । 3 ପର୍ମେସର୍ ଟିକ୍ କଲା ବେଲାଇ ମୁଇ ସୁବ୍କବର୍ ଜାନାଇଲିକେ, ଲକ୍ମନ୍ ସେଟା ବୁଜ୍ବାକେ ସେ ବପୁଦେଲା । ଏଟା ପର୍ମେସରର୍ କାମ୍ । ସେ ଆକା ଆମ୍କେ ରକିଆ କର୍ସି । ସେ ଏ ଦାଇତ୍ ଦେଇକରି ମକେ ତିଆର୍ଲା ଆଚେ ।