2 ପର୍ତୁମ୍ ଡକ୍ରାମନ୍କେ ତାକର୍ ଜିବନେ ନିକ ଚଲାଚଲ୍ତି କର୍ବାକେ ସିକା, ଜେନ୍ତିକି ନିଜେ ବୁଦିର୍ସଙ୍ଗ୍ ରଇ, ଲକ୍ମନର୍ଟାନେଅନି ସନ୍ମାନ୍ ପାଇବାଲକ୍ ପାରା ଅଇ ଜାଗ୍ରତ୍ ରଇବାର୍ । ସେମନ୍ ପର୍ମେସର୍କେ ଡାଟ୍ସଙ୍ଗ୍ ବିସ୍ବାସ୍ କରି ବିନ୍ ଲକ୍ମନ୍କେ ସତ୍ସଙ୍ଗ୍ ଆଲାଦ୍ କରି ମୁର୍ଚି ରଇବାର୍ ଆଚେ । 5 ନିଜେ ଜାଗ୍ରତ୍ ଅଇକରି ମୁନୁସ୍ମନ୍କେ ସୁକଲ୍ ଚଲାଚଲ୍ତି କରି, ନିଜର୍ ଗର୍ଦୁଆର୍ ଚାଲାଇକରି, ବିନ୍ ଲକ୍ମନ୍କେ ଦୟା ଦେକାଇକରି ଆରି ନିଜର୍ ମୁନୁସର୍ କାତା ମାନିକରି ରଇବାକେ ସିକା । ସେନ୍ତାର୍ କଲେ ପର୍ମେସର୍ ଆମ୍କେ ସର୍ପି ଦେଲା କବର୍ କେ ମିସା ନିନ୍ଦା ନ କରତ୍ ।
6 ସେନ୍ତାର୍ ସେ ଦାଙ୍ଗ୍ଡାମନ୍କେ ମିସା ନିଜେ ଜାଗରତ୍ ରଇବାକେ ସିକା ।
12 ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।